ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର କେଭିଡ୍ ଯୋଦ୍ଧାମାନଙ୍କୁ ଉତ୍ସାହିତ କରିବା ସହ ସମ୍ମାନ ଜଣାଇବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଲୋକସଂପର୍କ ଭବନଠାରେ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରାଯାଇଛି । ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁଭାସ ସୁପକାର, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସଂପାଦକ ଡ. ଲେନିନ୍ ମହାନ୍ତି, ସହକାରୀ ନିର୍ଦ୍ଦେଶକ ଶ୍ରୀ ବିଶ୍ୱଜିତ ଦାଶ, ସୂଚନା ଅଧୁକାରୀ ଡକ୍ଟର ଜ୍ୟୋତିର୍ମତୀ ସାମନ୍ତରାୟ, ଶ୍ରୀମତୀ ଦୀପ୍ତିମୟୀ ମହାପାତ୍ର, ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧକାରୀ ଓ କର୍ମଚାରୀମାନେ ସାମାଜିକ ଦୂରତା ବଜାୟ ରଖ୍ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରିଛନ୍ତି ।
Post a Comment