loading...

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ କଷ୍ଟ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆ, ଭୁବନେଶ୍ଵର ଚାପଟର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିଙ୍କୁ ୫ ଲକ୍ଷ ଟଙ୍କା ପ୍ରଦାନ।

ଭୁବନେଶ୍ୱର : ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ କଷ୍ଟ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆ, ଭୁବନେଶ୍ୱର ଚାପଟର ପକ୍ଷରୁ କୋଭିଡ୍-୧୯ ସଂକ୍ରମଣ ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଆଜି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ କଷ୍ଟ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆ, ଭୁବନେଶ୍ଵର ଚାପଟରର ସଦସ୍ୟମାନଙ୍କ ପକ୍ଷରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ଉଦ୍ଦେଶ୍ୟରେ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget