loading...

ତିନି ସାମ୍ବାଦିକଙ୍କ ବିୟୋଗରେ ଅଖିଳ ଭାରତ କ୍ଷୁଦ୍ର-ମଧ୍ୟମ ସମ୍ବାଦପତ୍ର ମହାସଂଘର ଶୋକ ।

ତିନି ସାମ୍ବାଦିକଙ୍କ ବିୟୋଗରେ ଅଖିଳ ଭାରତ କ୍ଷୁଦ୍ର-ମଧ୍ୟମ ସମ୍ବାଦପତ୍ର ମହାସଂଘର ଶୋକ ।

ତିନି ସାମ୍ବାଦିକଙ୍କ ବିୟୋଗରେ ଅଖିଳ ଭାରତ କ୍ଷୁଦ୍ର-ମଧ୍ୟମ ସମ୍ବାଦପତ୍ର ମହାସଂଘର ଶୋକ ।

ବ୍ରହ୍ମପୁର ; ବାଲେଶ୍ୱରରୁ ପ୍ରକାଶ ପାଉଥିବା ଦୈନିକ ଆଜିକାଲି'ର ସମ୍ପାଦିକା ବିଜୟଲକ୍ଷ୍ମୀ ମହାନ୍ତି, ନୟାଗଡ଼ରୁ ପ୍ରକାଶ ପାଉଥିବା ‘ଗ୍ରହରାଜ’ର ସମ୍ପାଦକ ହରିହର ମହାପାତ୍ର ଓ ସମ୍ବଲପୁରର ବରିଷ୍ଠ ସାମ୍ବାଦିକ, ସମାଜସେବୀ ଭାଗବତ ପ୍ରସାଦ ନନ୍ଦଙ୍କ ଇତିମଧ୍ୟରେ ପରଲୋକ ହୋଇଯାଇଛି। ଏ ସମ୍ପର୍କରେ ସ୍ଥାନୀୟ ନବୀନ ଭବନ ଠାରେ ଅଖୁଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ସଭାପତି ରବି ରଥଙ୍କ ଅଧ୍ୟକ୍ଷତାରେ ଏକ ଶୋକସଭା ଅନୁଷ୍ଠିତ ହୋଇ ତିନି ଦିବଂଗତ ସାମ୍ବାଦିକଙ୍କ ସ୍ମତିଚାରଣ କରାଯିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗ ପ୍ରତି ସମବେଦନା ଜ୍ଞାପନ କରାଯାଇଥିଲା । ଏଥିରେ ଡ଼. ଡ଼ମ୍ବରୁଧର ସାହୁ, ସୁଶାନ୍ତ କୁମାର କର, ପବିତ୍ର କୁମାର ଚୌଧୁରୀ, ମାନସ ରଞ୍ଜନ ତ୍ରିପାଠୀ, ସତ୍ୟ ନାରାୟଣ ତ୍ରିପାଠୀ, କପିଳ ଚନ୍ଦ୍ର ମହାନ୍ତି, ମଞ୍ଚ ରଥ, ପଙ୍କଜ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget