loading...

ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ କଟକ ସର୍କଲ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ ।

ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, କଟକ ସର୍କଲ କାର୍ଯ୍ୟାଳୟ ପକ୍ଷରୁ ଗତ ଅକ୍ଟୋବର ୨୭ ତାରିଖ ଠାରୁ ଚଳିତ ମାସ ୨ ତାରିଖ ପର୍ଯ୍ୟନ୍ତ ସତର୍କତା ସଚେତନତା ।

ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ କଟକ ସର୍କଲ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ ।

କଟକ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, କଟକ ସର୍କଲ କାର୍ଯ୍ୟାଳୟ ପକ୍ଷରୁ ଗତ ଅକ୍ଟୋବର ୨୭ ତାରିଖ ଠାରୁ ଚଳିତ ମାସ ୨ ତାରିଖ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଅଛି । ଏହି ଅବସରରେ ଭୁବନେଶ୍ଵର ସର୍କଲ କାର୍ଯ୍ୟାଳୟ ପରିସରରେ କଟକ ସର୍କଲ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତାର ଆୟୋଜନ କରାଯାଇ ବିଜୟୀ ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । 

ଏକ ସଶକ୍ତ ଏବଂ ସମୃଦ୍ଧ ଭାରତ ପାଇଁ କର୍ମଚାରୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ରହିଥିଲା । କଟକ ସର୍କଲ କାର୍ଯ୍ୟାଳୟର ସର୍କଲ ମୁଖ୍ୟ ଶିବାନନ୍ଦ ଭଞ୍ଜ ଏବଂ ବ୍ୟାଙ୍କର ବରିଷ୍ଠ ଅଧୁକାରୀମାନଙ୍କ ଉପସ୍ଥିତିରେ ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget