loading...

ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ -2020 ଉଦଯାପିତ |

ପୂର୍ବତଟ ରେଳପଥ ପକ୍ଷରୁ ସପ୍ତାହବ୍ୟାପୀ ଆୟୋଜିତ ହେଉଥିବା ସତର୍କତା ସଚେତନତା ସପ୍ତାହ ଆଜି ଶେଷ ହୋଇଛି |

ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ -2020 ଉଦଯାପିତ  |

ପୂର୍ବତଟ ରେଳପଥ ପକ୍ଷରୁ ସପ୍ତାହବ୍ୟାପୀ ଆୟୋଜିତ ହେଉଥିବା ସତର୍କତା ସଚେତନତା ସପ୍ତାହ ଆଜି ଶେଷ ହୋଇଛି | ଏହି ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ, ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର, ବରିଷ୍ଠ ଉପମହାପ୍ରବନ୍ଧକ, ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଅନ୍-ଦି-ସ୍ପଟ୍ ପ୍ରବନ୍ଧ, ବିତର୍କ ଏବଂ ପେଣ୍ଟିଂ ପ୍ରତିଯୋଗିତାରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମହାପ୍ରବନ୍ଧକ କର୍ମଚାରୀଙ୍କ ପିଲାମାନଙ୍କୁ ସାର୍ଟିଫିକେଟ୍ ଏବଂ ପୁରସ୍କାର ପ୍ରଦାନ କରିଥିଲେ | 

ସତର୍କତା ସଚେତନତା ସପ୍ତାହ -୨୦୨୦କୁ ସ୍ମରଣୀୟ କରିବା ପାଇଁ ରେଳପଥର ସତର୍କତା ବିଭାଗ ପକ୍ଷରୁ କର୍ମଚାରୀ ଏବଂ ରେଳ ବ୍ୟବହାରକାରୀଙ୍କୁ ସଚେତନ କରିବା ତଥା ସ୍ୱଚ୍ଛତା ଆଣିବା ପାଇଁ ଏହି ପ୍ରତିଯୋଗିତାଗୁଡ଼ିକର ଆୟୋଜନ କରିଥିଲା ଯାହାକି ପରବର୍ତ୍ତୀ ମୁହୂର୍ତ୍ତରେ ସ୍ୱଚ୍ଛତା ଏବଂ ପ୍ରଭାବଶାଳୀ ସେବା କରିବାରେ ସାହାଯ୍ୟ କରିବ |  ପୂର୍ବତଟ ରେଳପଥର ମୁଖ୍ୟ ସତର୍କତା ଅଧିକାରୀ ଶ୍ରୀ ହେମନ୍ତ କୁମାର ଦତ୍ତ ଏହି ଉଦଯାପନୀ ଉତ୍ସବକୁ ସଂଯୋଜନା କରିଥିଲେ |
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget