loading...

ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୩ର ବୈଠକ ବିଧାନସଭାର ପ୍ରକୋଷ୍ଠ -୫୪ରେ ଅନୁଷ୍ଠିତ

ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୩ର ବୈଠକ ବିଧାନସଭାର ପ୍ରକୋଷ୍ଠ -୫୪ରେ ଅନୁଷ୍ଠିତ ହୋଇଯାଇଛି

ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୩ର ବୈଠକ ବିଧାନସଭାର ପ୍ରକୋଷ୍ଠ -୫୪ରେ ଅନୁଷ୍ଠିତ

ଭୁବନେଶ୍ୱର, ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୩ର ବୈଠକ ବିଧାନସଭାର ପ୍ରକୋଷ୍ଠ -୫୪ରେ ଅନୁଷ୍ଠିତ ହୋଇଯାଇଛି । କମିଟି ଅଧ୍ୟକ୍ଷ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ କମିଟିର ଦ୍ବିତୀୟ ବୈଠକରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଏବଂ ମତାମତ ଉପରେ ପୂର୍ଭବିଭାଗ ତରଫରୁ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତାହା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା । 

ଉକ୍ତ ବୈଠକରେ ବିଧାୟକ ଅମର ପ୍ରସାଦ ଶତପଥୀ, ତାରାପ୍ରସାଦ ବାହିନୀପତି, ସୌମ୍ୟରଞ୍ଜନ ପଟ୍ଟନାୟକ, ବିକ୍ରମ କୁମାର ପଣ୍ଡା, ସୁଶାନ୍ତ କୁମାର ରାଉତ, ଜୟନ୍ତ କୁମାର ଡ଼ଙ୍ଗୀଙ୍କ ସମେତ ବିଧାନସଭା ସଚିବ ଦାଶରଥୀ ଶତପଥୀ ଓ ଅନ୍ୟ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget