ଭୁବନେଶ୍ୱର, ଭାରତର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ରାଷ୍ଟ୍ରନୀତିଜ୍ଞ, ନବଉତ୍କଳର ନିର୍ମାତା, ଓଡ଼ିଶାର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କର ୩୪ତମ ଶ୍ରାଦ୍ଧଦିବସ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଡ. ମହତାବଙ୍କର ପ୍ରତିମୂର୍ତ୍ତିରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ଭାରତର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧଦିବସ ପାଳନ ଅବସରରେ ପୁଷ୍ପମାଲ୍ୟ ଅର୍ପଣ

Post a Comment