[ଚନ୍ଦ୍ରସ୍ଥିତି: ଚନ୍ଦ୍ର ସୋମବାର ପ୍ରାତଃ ୦୬:୫୮ ପର୍ଯ୍ୟନ୍ତ ସିଂହରେ, ତା’ପରେ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ କନ୍ୟାରେ, ତା’ପରେ ଶୁକ୍ରବାର ଦିବା ୧୨:୪୭ ପର୍ଯ୍ୟନ୍ତ ତୁଳାରେ, ତା’ପରେ ରବିବାର ଦିବା ୦୪:୧୪ ପର୍ଯ୍ୟନ୍ତ ବିଛାରେ ରହି ଧନୁକୁ ଚଳିବେ।]
ମେଷ: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ।
ବୃଷ: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ।
ମିଥୁନ: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ।
କର୍କଟ: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ।
ସିଂହ: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।
କନ୍ୟା: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ।
ତୁଳା: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି।
ବିଛା: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।
ଧନୁ: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ।
ମକର: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି।
କୁମ୍ଭ: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ।
ମୀନ: ସୋମବାରଠାରୁ ବୁଧବାର ଦିବା ୦୯:୪୯ ପର୍ଯ୍ୟନ୍ତ ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ତା’ପରେ ଶୁକ୍ରବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ତା’ପରେ ରବିବାର ଅପରାହ୍ଣ ପର୍ଯ୍ୟନ୍ତ ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ରବିବାର ଅପରାହ୍ଣଠାରୁ ଦିବସର ଅବଶିଷ୍ଟ ସମୟ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ।
ଯୋଗାଯୋଗ ଠିକଣା:-
ଜ୍ୟୋର୍ତିବିଦ୍ ଦୋଳଗୋବିନ୍ଦ ପଣ୍ଡା, ଜ୍ୟୋତିଷ ପ୍ରବୀଣ, ଗଣକ, ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା, ପ୍ଲଟ୍ ୧୮୧୪/୪୦୬୯- ତୃତୀୟ ମହଲା, ନିଗମ ବିହାର, ଶ୍ରୀରାମ ନଗର ୩ୟ ଗଳି, ପୁରୁଣା ଭୁବନେଶ୍ୱର, ମୋ- ୭୦୦୮୯୬୦୫୦୨, ୯୪୩୮୨୯୬୧୩୮, ଇମେଲ: dolagovinda@gmail.com
Post a Comment