ମେଷ: ସୋମବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ମଙ୍ଗଳ ଓ ବୁଧବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ଗୁରୁ ଓ ଶୁକ୍ରବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ଶନି ଓ ରବିବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ।
ବୃଷ: ସୋମବାର ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ମଙ୍ଗଳ ଓ ବୁଧବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ଗୁରୁ ଓ ଶୁକ୍ରବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ଶନି ଓ ରବିବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ।
ମିଥୁନ: ସୋମବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ମଙ୍ଗଳ ଓ ବୁଧବାର ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଗୁରୁ ଓ ଶୁକ୍ରବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ଶନି ଓ ରବିବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ।
କର୍କଟ: ସୋମବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ମଙ୍ଗଳ ଓ ବୁଧବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ଗୁରୁ ଓ ଶୁକ୍ରବାର ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଶନି ଓ ରବିବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ।
ସିଂହ: ସୋମବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ମଙ୍ଗଳ ଓ ବୁଧବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ଗୁରୁ ଓ ଶୁକ୍ରବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ଶନି ଓ ରବିବାର ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।
କନ୍ୟା: ସୋମବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ମଙ୍ଗଳ ଓ ବୁଧବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ଗୁରୁ ଓ ଶୁକ୍ରବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ଶନି ଓ ରବିବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ।
ତୁଳା: ସୋମବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ମଙ୍ଗଳ ଓ ବୁଧବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ଗୁରୁ ଓ ଶୁକ୍ରବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ଶନି ଓ ରବିବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି।
ବିଛା: ସୋମବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ମଙ୍ଗଳ ଓ ବୁଧବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ଗୁରୁ ଓ ଶୁକ୍ରବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ଶନି ଓ ରବିବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।
ଧନୁ: ସୋମବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ମଙ୍ଗଳ ଓ ବୁଧବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଗୁରୁ ଓ ଶୁକ୍ରବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ଶନି ଓ ରବିବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ।
ମକର: ସୋମବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ମଙ୍ଗଳ ଓ ବୁଧବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଗୁରୁ ଓ ଶୁକ୍ରବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଶନି ଓ ରବିବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି।
କୁମ୍ଭ: ସୋମବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ମଙ୍ଗଳ ଓ ବୁଧବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ଗୁରୁ ଓ ଶୁକ୍ରବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଶନି ଓ ରବିବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ।
ମୀନ: ସୋମବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ମଙ୍ଗଳ ଓ ବୁଧବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ଗୁରୁ ଓ ଶୁକ୍ରବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ଶନି ଓ ରବିବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ।
ଜ୍ୟୋର୍ତିବିଦ୍ ଦୋଳଗୋବିନ୍ଦ ପଣ୍ଡା, ଜ୍ୟୋତିଷ ପ୍ରବୀଣ, ଗଣକ, ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା, ପ୍ଲଟ୍ ୧୮୧୪/୪୦୬୯- ତୃତୀୟ ମହଲା, ନିଗମ ବିହାର, ଶ୍ରୀରାମ ନଗର ୩ୟ ଗଳି, ପୁରୁଣା ଭୁବନେଶ୍ୱର, ମୋ- ୭୦୦୮୯୬୦୫୦୨, ୯୪୩୮୨୯୬୧୩୮, ଇମେଲ: dolagovinda@gmail.com
Post a Comment