loading...

ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଲେ ୨୦ ବର୍ଷୀୟ ଯୁବକ, ଦୀର୍ଘ ଦିନ ଧରି ଥିଲେ ଭେଣ୍ଟିଲେଟରରେ

ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଲେ ୨୦ ବର୍ଷୀୟ ଯୁବକ, ଦୀର୍ଘ ଦିନ ଧରି ଥିଲେ ଭେଣ୍ଟିଲେଟରରେ

ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଲେ ୨୦ ବର୍ଷୀୟ ଯୁବକ, ଦୀର୍ଘ ଦିନ ଧରି ଥିଲେ ଭେଣ୍ଟିଲେଟରରେ

ଭୁବନେଶ୍ବର, କରୋନା ମହାମାରୀ ଘାତକ ସତ ତେବେ ଏହାକୁ ପରାସ୍ତ କରିବା ଅସମ୍ଭବ ନୁହେଁ । ଏହି କଥାକୁ ପ୍ରମାଣିତ କରିଛନ୍ତି ଜଣେ ୨୦ ବର୍ଷର ଯୁବକ। ସମ୍ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ପ୍ରତୀକ୍ଷ କାଦାମାଲୁ । ଦୀର୍ଘ ଏକ ମାସ ଧରି ଏହି ଅଦୃଶ୍ୟ ଶ ସହିତ ଯୁଦ୍ଧ କରିବା ପରେ ଶେଷରେ କୋଭିଡକୁ ପରାଜୟ କରି ସୁସୁ ହୋଇ ଘରକୁ ଫେରିଛନ୍ତି ପ୍ରତୀକ୍ଷା ରାୟଗଡ଼ାସୁ ମୁନିଗୁଡା ଅଂଚଳର ଯୁକ୍ତ ୩ ଶେଷ ବର୍ଷର ଛାତ୍ର ପ୍ରତୀକ୍ଷ କରୋନା ସଂକ୍ରମିତ ହୋଇ ଗତ ଏପ୍ରିଲ ୩୦ ତାରିଖ ଦିନ ସମ୍ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା । ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । 

ସାସ୍ଥ୍ୟ ଅବସ୍ଥା କ୍ରମଶ ବିଗିଡ଼ିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଏହା ସହ ତାଙ୍କର ଶରୀରରେ ଟ୍ରାକିଓଝୁମି ମଧ୍ୟ କରାଯାଇଥିଲା । ତେବେ ସମ୍ବ ଡାକ୍ତର, ନର୍ସ ଏବଂ ସ୍ବାସ୍ଥ୍ୟକର୍ମୀମାନେ ଅକ୍ଲାନ୍ତ ପରିଶ୍ରମ କରିଥିଲେ ତାଙ୍କୁ ସୁସୁ କରିବା ପାଇଁ ସେମାନଙ୍କର ପରିଶ୍ରମ ସାର୍ଥକ ବି ହୋଇଥିଲା । ଧରେ ଧୂରେ ସୁସୁ ହୋଇଥିଲେ ପ୍ରତୀକ୍ଷା ଭେଣ୍ଟିଲେଟରରୁ ବାହାରିବା ସହ କିଛି ଦିନ ମଧ୍ୟରେ ଆଇସିୟୁରୁ ମଧ୍ୟ ତାଙ୍କୁ ବାହାରକୁ ନିଆଯାଇ ୱାର୍ଡରେ ଚିକିତ୍ସା କରାଯାଇଥିଲା । ଧିରେ ଧୁରେ ସୁସ୍ଥ ହେବା ସହ କୋଭିଡମୁକ୍ତ ହୋଇଥିଲେ ପ୍ରତୀକ୍ଷା ଏହି ସମୟରେ ତାଙ୍କ ପରିବାର ସହ ନିୟମିତ ଯୋଗାଯୋଗରେ ଥିଲେ ସମ୍ କୋଭିଡ୍ ହସ୍ପିଟାଲର ହେଡେସ୍କା ତାଙ୍କ ସ୍ବସ୍ଥାବସ୍ଥା ବିଷୟରେ ଖବର ଦେବା ସହ ଭିଡିଓ କଲ କରି ପ୍ରତୀକ୍ଷ କିଭଳି ଅଛନ୍ତି ସେ ଦୃଶ୍ୟ ମଧ୍ୟ ପରିବାରକୁ ଦେଖାଉଥିଲେ। 

ଦୀର୍ଘ ଏକ ମାସର ଉତମ ଚିକିତ୍ସା ଫଳରେ ସେ ଏବେ ସୁସୁ ହୋଇ ନିଜ ଘର ମୁନିଗୁଡା ଫେରିଯାଇଛନ୍ତି । ସମ୍ କୋଭିଡ୍ ହସ୍ପିଟାଲରେ ତାଙ୍କର ଚିକିତ୍ସା ପଦ୍ଧତିକୁ ନେଇ ଡାକ୍ତର, ନର୍ସ, ସାସ୍ଥ୍ୟକର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି ତାଙ୍କ ପରିବାରବର୍ଗ । ସେମାନଙ୍କର ସେବା, ଚିକିତ୍ସା ଓ ସହଯୋଗ ଫଳରେ ପ୍ରତୀକ୍ଷ ନୂଆ ଜୀବନ ଫେରିପାଇଥିବା କହିଛନ୍ତି ତାଙ୍କ ସମ୍ପର୍କୀୟ ଭାଇ ସୁଧୀର ସାହୁ ପ୍ରତୀକ୍ଷ ମଧ୍ୟ ଘରକୁ ଫେରିବା ପରେ ବେଶ ଖୁସି ଅଛନ୍ତି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget