loading...

ନାଲକୋରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ସିଏମଡି ଶ୍ରୀ ଶ୍ରୀଧର ପାତ୍ରଙ୍କ ନେତୃତ୍ୱରେ, ନାଲକୋର କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟ ସମ୍ପୂର୍ଣ୍ଣ ଉତ୍ସାହର ସହିତ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ନାଲକୋରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର, ସିଏମଡି ଶ୍ରୀ ଶ୍ରୀଧର ପାତ୍ରଙ୍କ ନେତୃତ୍ୱରେ, ନାଲକୋର କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟ ସମ୍ପୂର୍ଣ୍ଣ ଉତ୍ସାହର ସହିତ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛନ୍ତି । ଆର୍ଟ ଅଫ୍ ଲିଭିଙ୍ଗର ଯୋଗ ପ୍ରଶିକ୍ଷକ ଶ୍ରୀ ଭୋଲନାଥ ଜେନାଙ୍କ ତତ୍ତ୍ୱାବଧାନରେ କମ୍ପାନୀର ଭୁବନେଶ୍ୱରସ୍ଥ ମୁଖ୍ୟ କାର୍ଯ୍ୟାଳୟଠାରେ ସ୍ୱତନ୍ତ୍ର ଆଭାସୀ ଯୋଗ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ନାଲକୋ ମହିଳା ସମିତି ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ପାତ୍ର ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ନାଲକୋର ଉତ୍ପାଦନ ୟୁନିଟ୍, ବନ୍ଦର ସୁବିଧା ଏବଂ ଆଞ୍ଚଳିକ କାର୍ଯ୍ୟାଳୟ ଗୁଡ଼ିକର କର୍ମଚାରୀମାନେ ମଧ୍ୟ ଏହି ଆନ୍ତର୍ଜାତୀୟ ଯୋଗ ଦିବସ ପାଳନରେ ଯୋଗ ଦେଇଥିଲେ ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget