loading...

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଞ୍ଜଳି

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଓଡ଼ିଶାରେ ଭୂଦାନ ଆନ୍ଦୋଳନର ପ୍ରବର୍ତ୍ତକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ୩୭ତମ ଶ୍ରାଦ୍ଧଦିବସ

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଓଡ଼ିଶାରେ ଭୂଦାନ ଆନ୍ଦୋଳନର ପ୍ରବର୍ତ୍ତକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ୩୭ତମ ଶ୍ରାଦ୍ଧଦିବସ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଏକ ନିରାଡ଼ମ୍ବର ଓ ଭାବଗମ୍ଭୀର୍ଯ୍ୟପୂର୍ଣ୍ଣ ପରିବେଶରେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଏବଂ ବିଧାନସଭା ପରିସରସ୍ଥ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିଥିଲେ ।

ଓଡ଼ିଶା ରାଜନୀତିରେ ନୈତିକ ଓ ଉଚ୍ଚ ଆଦର୍ଶ ମୂଲ୍ୟବୋଧ ପ୍ରତିଷ୍ଠା କରିବାରେ ସେ ଅଦ୍ବିତୀୟ ଥିଲେ । ଏବଂ ଜଣେ ସରଳ, ପରୋପକାରୀ ଓ ଅମାୟିକ ବ୍ୟକ୍ତିତ୍ଵ ଭାବେ ସମଗ୍ର ଦେଶରେ ଏକ ସ୍ଵତନ୍ତ୍ର ସ୍ଥାନର ଅକାରୀ ବୋଲି ଉପବାଚସ୍ପତି ଶ୍ରୀ ସିଂ ପ୍ରକାଶ କରିବା ସହ ତାଙ୍କ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । କୃତଜ୍ଞ । ଓଡ଼ିଆ ଜାତି ତାଙ୍କୁ ସର୍ବଦା ମନେ ରଖୁବ ବୋଲି ମଧ୍ୟ ସେ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ । ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଯୋଗଦେଇଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget