loading...

ପିପିଲି ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଏକ୍‌ଜିଟ୍‌ ପୋଲ୍‌କୁ ନିଷିଦ୍ଧ

ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଏକ୍‌ଜିଟ୍‌ ପୋଲ୍‌କୁ ନିଷିଦ୍ଧ କରାଯାଇଛି

ପିପିଲି ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଏକ୍‌ଜିଟ୍‌ ପୋଲ୍‌କୁ ନିଷିଦ୍ଧ

ଭୁବନେଶ୍ୱର, ୧୧୦-ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଏକ୍‌ଜିଟ୍‌ ପୋଲ୍‌କୁ ନିଷିଦ୍ଧ କରାଯାଇଛି । କୌଣସି ସମ୍ବାଦପତ୍ର, ଗଣମାଧମ, ନ୍ୟୁଜ୍ ବ୍ୟୁରୋ, ରେଡିଓ ଓ ଟିଭି ଚ୍ୟାନେଲ୍ ଭୋଟ ଫଳାଫଳର ପୂର୍ବାନୁମାନ (ଏକ୍‌ଜିଟ୍‌ ପୋଲ୍) ପ୍ରକାଶ ଓ ପ୍ରସାର କରିପାରିବେ ନାହିଁ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧୁକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ । ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ଓଡ଼ିଶା ଗେଜେଟ୍‌ରେ ଏହି ନିଷେଧାଦେଶ ସଂପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget