ଭୁବନେଶ୍ୱର, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ସମସ୍ତ ଅଧୁକାରୀ ଓ କର୍ମଚାରୀମାନଙ୍କୁ ଶପଥପାଠ କରାଇଥିଲେ । କୋଭିଡ୍ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ ସହ ଜାତୀୟ ମତଦାତା ଦିବସ ଅନୁଷ୍ଠିତ ହୋଇଥିଲା । ଆମ ଦେଶର ଗଣତାନ୍ତ୍ରିକ ପରମ୍ପରାର ମର୍ଯ୍ୟାଦା ବଜାୟ ରଖୁ ମୁକ୍ତ, ଅବାଧ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ସମାହିତ ହେବା କ୍ଷେତ୍ରରେ ସ୍ଵାଧୀନ ମତାକାର ପ୍ରୟୋଗର ଗୁରୁତ୍ବ ନେଇ ସମସ୍ତ ଅଧୁକାରୀ ଶପଥ ପାଠ କରିଥିଲେ । ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ ଉପସ୍ଥିତ ରହି ଗଣତନ୍ତ୍ରର ସୁରକ୍ଷା ଓ ମତଦାନର ଗୁରୁତ୍ୱ ଉପରେ ଉପକ୍ରମ ବକ୍ତବ୍ୟ ରଖିଥିଲେ । ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଏବଂ ଯୁଗ୍ନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ ଏବଂ ବିଭାଗର ସମସ୍ତ ବରିଷ୍ଠ ଅଧୁକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ଶପଥପାଠ କରିଥିଲେ ।
ସୂଚାନ ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାତୀୟ ମତଦାତା ଦିବସ ପାଳିତ

Post a Comment