ଭୁବନେଶ୍ୱର,ଭୁବନେଶ୍ବରସ୍ଥିତ ଲିଙ୍ଗରାଜ ଷ୍ଟେସନର ଉନ୍ନତୀକରଣ ଏବଂ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନାମରେ ଏକ ସ୍ୱତନ୍ତ୍ର ଟ୍ରେନ ଚଲାଇବା ପାଇଁ ଜିଲ୍ଲା ସଭାପତି ତଥା ଏକାମ୍ର ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀ ଶ୍ରୀ ବାବୁ ସିଂ ଆଜି ଦିନିକିଆ ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ବନୀ ବୈଷ୍ଣବଙ୍କୁ ସାକ୍ଷାତ କରି ଦାବୀପତ୍ର ପ୍ରଦାନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ଏହି ପ୍ରସଙ୍ଗକୁ ଅତି ଗୁରତ୍ବର ସହ ଗ୍ରହଣ କରିଛନ୍ତି ଏବଂ ବିହୀତ ପଦକ୍ଷେପ ଗ୍ରହଣ କରିବେ ବୋଲି ମଧ୍ୟ ନିର୍ଭର ପ୍ରତିଶୃତି ଦେଇଛନ୍ତି ।
ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନାମରେ ସ୍ଵତନ୍ତ୍ର ଟ୍ରେନ ଚଲାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ

Post a Comment