loading...

ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବିଜେପି

ଜଗତସିଂହପୁର ଜିଲ୍ଲା ସଭାପତିଙ୍କ ସୁପାରିଶ ଏବଂ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ

ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବିଜେପି


ଭୁବନେଶ୍ୱର, ଜଗତସିଂହପୁର ଜିଲ୍ଲା ସଭାପତିଙ୍କ ସୁପାରିଶ ଏବଂ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପୂର୍ବତନ ଜିଲ୍ଲା ଉପସଭାପତି ଶ୍ରୀ ଅଜିତ୍ କୁମାର ଦାସ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଓ ପାରାଦୀପ ନଗର ପୂର୍ବତନ ମଣ୍ଡଳ ସଭାପତି ଶ୍ରୀ କୈଳାଶ ଚନ୍ଦ୍ର ସାହୁ, ମହିଳାମୋର୍ଦ୍ଧା ଜିଲ୍ଲା ଉପସଭାନେତ୍ରୀ ଶ୍ରୀମତୀ ଶୈଳେନ୍ଦ୍ର ସେନାପତି ଏବଂ ଜିଲ୍ଲା ସମ୍ପାଦକ ଶ୍ରୀ ଅରୁଣ କୁମାର ସ୍ବାଇଁଙ୍କୁ ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget