loading...

ପିଏନ୍‌ବି କଟକ ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, କଟକ ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ରୂପେ ଜିତେନ୍ଦ୍ର ସ୍ବାଇଁ ଦାୟିତ୍ବ ଗ୍ରହଣ କରିଛନ୍ତି

ପିଏନ୍‌ବି କଟକ ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ


ଭୁବନେଶ୍ୱର,ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, କଟକ ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ରୂପେ ଜିତେନ୍ଦ୍ର ସ୍ବାଇଁ ଦାୟିତ୍ବ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ସେ ଛତିଶଗଡସ୍ଥିତ ଭିଲାଇ ମଣ୍ଡଳର ମଣ୍ଡଳ ମୁଖ୍ୟ ରୂପେ କାର୍ଯ୍ୟ କରୁଥିଲେ । ୧୯୮୯ ମସିହାରେ ବ୍ୟାଙ୍କରେ ଯୋଗ ଦେଇଥିବା ଶ୍ରୀ ସ୍ୱାଇଁ ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ହରିୟାଣା, ଛତିଶଗଡ ଓ ଓଡିଶାର ବିଭିନ୍ନ ସ୍ଥାନରେ କାର୍ଯ୍ୟ କରିଛନ୍ତି । ଏହି ସମୟ ମଧ୍ୟରେ ତାଙ୍କର ଅଧକାଂଶ ସମୟ ଶାଖା ସ୍ତରରେ କାର୍ଯ୍ୟ କରିବାର ଅଭିଜ୍ଞତା ରହିଛି । ରିଟେଲ୍‌ କ୍ଷେତ୍ରରେ ଅଧିକ ରୁଚି ରଖୁଥିବା ଶ୍ରୀ ସ୍ୱାଇଁ ତାଙ୍କର କାର୍ଯ୍ୟକାଳ ମଧ୍ୟରେ ରିଟେଲ୍‌ କ୍ଷେତ୍ରକୁ ଅଧିକ ଗୁରୁତ୍ବ ଦେବେ ବୋଲି ଆଶା କରାଯାଉଛି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget