loading...

ନୂତନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦାୟିତ୍ଵ ଗ୍ରହଣ

ଶ୍ରୀ ନିକୁଞ୍ଜ ବିହାରୀ ଧଳ (ଭା.ପ୍ର.ସେ) ନୂତନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ

ନୂତନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦାୟିତ୍ଵ ଗ୍ରହଣ


ଭୁବନେଶ୍ୱର, ଆଜି ତା. ୨୮/୦୩/୨୦୨୩ ରିଖ ଅପରାହ୍ନରେ ଶ୍ରୀ ନିକୁଞ୍ଜ ବିହାରୀ ଧଳ (ଭା.ପ୍ର.ସେ) ନୂତନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି । ମୁଖ୍ୟ ନିର୍ବାଚନ ଜଣାଇଥିଲେ । ଶ୍ରୀ ଧଳ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ, ଶକ୍ତି, ଅବକାରୀ, ଓସ୍ତମା ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ଭଳି ଗୁରୁତ୍ଵପୂର୍ଣ୍ଣ ବିଭାଗର ଦାୟିତ୍ଵରେ ରହି ସୁଚାରୁ ରୂପେ କାର୍ଯ୍ୟ ସଂପାଦନ କରିଛନ୍ତି ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget