loading...

ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର  ଡିସେମ୍ବର ୨୦୨୩


ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସମେତ ଅନ୍ୟ ସଚିବମାନଙ୍କ ' ସ୍ବର୍ଗତ ପଟ୍ଟନାୟକଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ ପୂର୍ବକ ଶ୍ରଦ୍ଧାଞ୍ଜଳି




ଓଡିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଦିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ସମେତ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗର ସଚିବମାନେ ଭୁବନେଶ୍ବର ମାଉସୀମାମନ୍ଦିର ଛକସ୍ଥିତ ସ୍ବର୍ଗତ ପଟ୍ଟନାୟକଙ୍କ ବାସ ଭବନଠାରେ ତାଙ୍କର ପାର୍ଥିବ ଶରୀରର ଶେଷ ଦର୍ଶନ କରିଥିଲେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ପ୍ରମୁଖ ଶାସନ ସଚିବଶ୍ରୀ ବିଶାଳ କୁମାର ଦେବ, ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ପ୍ରମୁଖ ଶାସ ଶାସନ ସଚିବ ଶ୍ରୀମତୀ ଊଷା ପାଢୀ, କମିଶନର ତଥା ଶାସନ ସଚିବ ଶ୍ରୀ ସନ୍ଥନାଗୋପାଳନ ଆର୍., କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲଙ୍କ ସମେତ ରାଜ୍ୟ ପ୍ରଶାସନର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା ଅନ୍ୟ ବରିଷ୍ଠ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀମାନେ ତାଙ୍କର ପାର୍ଥିବ ଶରୀରର ଶେଷ ଦର୍ଶନ କରି ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଦିବଗଂତ ଅମରାତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଥିଲେ

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget