loading...

ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବେ ଅଶୋକ କୁମାର ମିଶ୍ରଙ୍କ ଯୋଗଦାନ |

 ଭୁବନେଶ୍ୱର ୧ ଡିସେମ୍ବର ୨୦୨୩


ଶ୍ରୀ ଅଶୋକ କୁମାର ମିଶ୍ର

ଭାରତୀୟ ରେଳ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ସେବା (ଆଇଆରଏସଇଇ) ର ୨୦ ବ୍ୟାଚ୍ ର ଅଧିକାରୀ ଶ୍ରୀ ଅଶୋକ କୁମାର ମିଶ୍ର ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆରଓ) ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି | ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀ ମିଶ୍ର ପୂର୍ବତଟ ରେଳପଥର ଉପ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ସମ୍ପନ୍ନ କରୁଥିଲେ |

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget