loading...

ରାଜଭବନ ପରିସରରେ ଧ୍ୟାନ କେନ୍ଦ୍ର ଉଦ୍ଘାଟିତ

ଭୁବନେଶ୍ୱର,  ଜୁଲାଇ ୨୦୨୪






 ଚଳିତ ଜୁଲାଇ ୧୪ ତାରିଖ ରବିବାର ଦିନ ଏକ ଆଧ୍ୟାତ୍ମିକ ପରିବେଶରେ ରାଜଭବନ ପରିସରରେ ସ୍ଥାପିତ ଧ୍ୟାନ କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି । ରାଜ୍ୟପାଳ ରଘୁବର ଦାସଙ୍କ ପୌରହିତରେ ଯଥାରିତି ପୂଜାକାର୍ଯ୍ୟ ସଂପନ୍ନ ହୋଇଥିଲା  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ÿୀ, ମନ୍ତ୍ରୀମଣ୍ଡଳର ସଦସ୍ୟ, ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ରଙ୍କ ସମେତ ରାଜଭବନର ଅନ୍ୟାନ୍ୟ ଅଧିକାରୀ ଏବଂ କର୍ମଚାରୀ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । 

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget