loading...

ନୂଆ ଦିଲ୍ଲୀରେ ଆମ୍ବସାଡର୍ ମିଟ ପରେ ଗଣ ମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ

ଭୁବନେଶ୍ୱର,  ଅକ୍ଟୋବର ୨୦୨୪



କମିଶନର, ହାଇକମିଶନର ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି। 

ଓଡିଶାରେ ଶିଳ୍ପ ବାତାବରଣ ଏବଂ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି। 

ଏଥିରେ ଆନ୍ତର୍ଜାତିକ ସହଭାଗୀତା ଭିତ୍ତିରେ ଓଡିଶାରେ କିପରି ବିଦେଶୀ ପୁଞ୍ଜି ନିବେଶ ହୋଇ ପାରିବ ଆଜିର ଆଲୋଚନା ଫଳପ୍ରଦ ହୋଇଛି।

ମୁଁ ଆଶା କରୁଛି ୨୦୨୫ କନକ୍ଲେଭ ଏକ ସର୍ବବୃହତ୍ତ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି ।

ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି। 

ଏହା ୨୦୩୬ରେ ସମୃଦ୍ଧ ଓଡିଶା ଏବଂ ୨୦୪୭ ରେ ବିକଶିତ ଓଡିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ ।

 ଯାହା ପ୍ରଧାନମନ୍ତ୍ରୀ କହିଥିଲେ ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ, ତାହା ସଫଳ ହେବ।

 ଓଡିଶାର ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଓଡିଶା ଏକ ଶିଳ୍ପ ହବ ରେ ପରିଣତ ହେବାକୁ ଯାଉଛି।

 ଏଥିନେଇ ନିଶ୍ଚିତ ରୂପରେ ଆମକୁ  ଆଜି ଏକ ସଫଳ ସଙ୍କେତ ମିଳି ପାରିଛି।

Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget