loading...

ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,  ୩ ନଭେମ୍ବର ୨୦୨୪


ନଭେମ୍ବର ୪ ତାରିଖ(ସୋମବାର) ଏବଂ ୧୧  ତାରିଖ (ସୋମବାର) ରେ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ  ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏ ସମ୍ପର୍କରେ ଜନସାଧାରଣ  ତଥା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ  ପାଇଁ ପୂର୍ବରୁ ଅନଲାଇନ ପଞ୍ଜିକରଣ କରିଥିବା ଆବେଦନକାରୀଙ୍କ  ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି l

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget