loading...

ଡିସେମ୍ୱର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ

ଭୁବନେଶ୍ୱର, ୧୨ ଡିସେମ୍ବର ୨୦୨୪




  ଡିସେମ୍ବର ୧୬ ତାରିଖ( ସୋମବାର )ରେ  ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗତ ତା.୨୮.୧୦.୨୦୨୪ ରିଖ ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ  ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ହେବ ଏବଂ ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା  ନାହିଁ l ଆବେଦନକାରୀ ସେମାନଙ୍କର  ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ଅନୁରୋଧ କରାଯାଇଛି  l 


Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget