loading...

ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୩ ମାର୍ଚ୍ଚ ୨୦୨୫


ଆଗାମୀ ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର,ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ।

ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget