loading...

ମାର୍ଚ୍ଚ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,  ମାର୍ଚ୍ଚ ୨୦୨୫




ଆଗାମୀ ମାର୍ଚ୍ଚ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୦ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Tags

Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget