loading...

ମାର୍ଚ୍ଚ ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ମାର୍ଚ୍ଚ ୨୦୨୫

ଆଗାମୀ ମାର୍ଚ୍ଚ ୩୧ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ   ସରକାରୀ ଛୁଟିଦିନ ଥିବା ହେତୁ ଏହି ସୋମବାର ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget