loading...

୨୩.୦୪.୨୦୨୫ରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କରେ ପ୍ରେସ୍ ବିବୃତ୍ତି

ଭୁବନେଶ୍ୱର, ୨୩ ଏପ୍ରିଲ୍ ୨୦୨୫




ଆଜି ରାଜ୍ୟ କ୍ୟାବିନେଟର ଏକ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା  | ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା  କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମ କୁ ସୂଚନା ଦେଇଥିଲେ  ।

ମୋଟ ୫ ଟି ବିଭାଗର ୬ ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଥିଲl  |


Tags

Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget